www.samajalive.in
Saturday, December 6, 2025
19.1 C
Bhubaneswar

ଶିମିଳିପାଳ : ୨୧ ଶିକାରୀ ଗିରଫ, ୧୬୫ ବନ୍ଧୁକ ଜବତ

ଶିମିଳିପାଳ : ସର୍ଚ୍ଚ ଅପରେସନ ବେଳେ ଶିମିଳିପାଳରୁ ୨୧ ଶିକାରୀଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କ ନିକଟରୁ ଜବତ ହୋଇଛି ୧୬୫ ବନ୍ଧୁକ ଜବତ ହୋଇଛି ବୋଲି ମୟୂରଭଞ୍ଜ ଏସ୍ ପି ବି. ଗଙ୍ଗାଧର କହିଛନ୍ତି। ସୂଚନା ଅନୁସାରେ, ମୟୂରଭଞ୍ଜର ୧୪ଟି ଥାନା ଅଞ୍ଚଳରେ ସର୍ଚ୍ଚ ଅପରେସନ ପରେ ୧୬୫ ଦେଶୀ ବନ୍ଧୁକ ଓ ବନ୍ଧୁକ ତିଆରି ଯନ୍ତ୍ରାଂଶ, ୫୦୦ ଗନ୍ ପାଉଡର, ବଜ୍ରକାପ୍ତା କାତି, ହରିଣ ଶିଙ୍ଗ ଜବତ କରାଯାଇଛି। ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟ ସର୍ଚ୍ଚ ଅପରେସନବେଳେ ୩୦ରୁ ଅଧିକ ବନ୍ଧୁକ ଜବତ କରାଯାଇଥିଲା ବୋଲି ଆରକ୍ଷୀ ଅଧିକ୍ଷକ  ସୂଚନା ଦେଇଛନ୍ତି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories