www.samajalive.in
Sunday, December 7, 2025
18.1 C
Bhubaneswar

ଶିମିଳିପାଳରେ ବାଘ ଗଣନା ବେଳେ ଭାଲୁ ଆକ୍ରମଣରେ ୨ ଆହତ

କରଞ୍ଜିଆ: ବାଘ ଗଣନା ସମୟରେ ଭାଲୁ ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଉତ୍ତର ଶିମିଳିପାଳ ଚହଲା ରେଞ୍ଜରେ। ଏଠାରେ ୫ ଜଣିଆ ବନ ସୁରକ୍ଷା କର୍ମଚାରୀ ବାଘ ଗଣନା କରୁଥିବା ସମୟରେ ହଠାତ୍‍ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିଲା। ୨ ଆହତ କର୍ମୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।
ସୂଚନା ଯୋଗ୍ୟ, ଗତ ୬ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ଆଠ ଦିନ ଧରି ଶିମିଳିପାଳରେ ବାଘ ଗଣନା କରାଯାଇ ଆସନ୍ତା ୧୩ ତାରିଖରେ ଏହା ଶେଷ ହେବ। ଶିମିଳିପାଳ ଅଭୟାରଣ୍ୟର ୧୬ ରେଞ୍ଜର ୧୭୩ଟି ସ୍ଥାନରେ ବାଘଗଣନା କରାଯାଉଛି। ବାଘ ଗଣନାରେ ପ୍ରାୟ ୫ ଶହରୁ ଅଧିକ କର୍ମଚାରୀ ସାମିଲ ଅଛନ୍ତି।

 

- Advertisement -

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories