www.samajalive.in
Saturday, December 6, 2025
16.1 C
Bhubaneswar

ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ମୃତ

ଭୁବନେଶ୍ୱର : ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ବାଘର ମୃତ୍ୟୁ କେଉଁ କାରଣରୁ ଘଟିଛି ତାହା ଅସ୍ପଷ୍ଟ ରହିଛି। ଦୁଦୁରୁଚମ୍ପା ଠାରେ ମହାବଳ ବାଘର ମୃତଦେହ ମିଳିଛି। ଗତ ୫ ତାରିଖ ଦିନ ଦୁଦୁରୁଚମ୍ପା ନାଳ ନିକଟରୁ ମୃତଦେହ ମିଳିଥିଲା। ମୃତ ବାଘର ବୟସ ସାଢେ ୩ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ବାଘ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ଜଣାପଡିବ। ଏନେଇ ଅଭୟାରଣ୍ୟ କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories