www.samajalive.in
Saturday, December 6, 2025
19.1 C
Bhubaneswar

ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, କୋଭିଡ କଟକଣା ମଧ୍ୟରେ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେବେ ପର୍ଯ୍ୟଟକ

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ରବିବାରଠୁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଛି। ମହାମାରୀ କରୋନା ପାଇଁ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆ ଯାଇଥିଲା।  ଆଜିଠୁ ପୁଣି ଥରେ ପର୍ଯ୍ୟଟକଙ୍କୁ ଶିମିଳିପାଳ ବୁଲିବା ପାଇଁ ଅନୁମତି ମିଳିଛି। ଏଣିକି ପର୍ଯ୍ୟଟକମାନେ କୋଭିଡ କଟକଣା ମଧ୍ୟରେ ପ୍ରାକୃତିକ ସୌନ୍ଦର୍ୟ୍ୟର ମଜା ନେଇପାରିବେ। ଏ ନେଇ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। 

ସେହିଭଳି ପ୍ରତିଦିନ ସକାଳ ୬ଟାରୁ ୯ଟା ମଧ୍ୟରେ ପର୍ଯ୍ୟଟକମାନେ ପ୍ରବେଶ ଫାଟକରୁ ଅନୁମତି ନେଇ ପାରିବେ। ଯାତ୍ରା ସମୟରେ ପର୍ଯ୍ୟଟକମାନେ କୋଭିଡ୍ କଟକଣାକୁ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆ ଯାଇଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories