୫ ଘଣ୍ଟାରୁ ଅଧିକ ସମୟ ବସି ରହିଲେ ; ଥାଏ ହୃଦୟ ଜନିତ ସମସ୍ୟା ହେବାର ସମ୍ଭାବନା

ଜାଣତରେ ଅଜାଣତରେ କରୁଥିବା କିଛି ଭୁଲ୍‌‌ ଓ ଅଭ୍ୟାସ ପାଇଁ ହୃଦୟଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଅନେକ କାରଣରୁ ହୃଦୟ ଜନିତ ରୋଗ ସୃଷ୍ଟି ହୋଇଥାଏ। ଭୁଲ ଖାଦ୍ୟପେୟ, ଅଧିକ ଛଣାଛଣି, ମୋଟାପଣ ସହ ଅନ୍ୟ କେତେକ କାରଣ ମଧ୍ୟ ରହିଛି। ଦୈନନ୍ଦିନ ଜୀବନର କିଛି ଅଭ୍ୟାସ ମଧ୍ୟ ହୃଦୟ ଜନିତ ସମସ୍ୟା ସୃଷ୍ଟି କରିଥାଏ। ଏହି ଅଭ୍ୟାସ ତୁରନ୍ତ ବଦଳାଇ ଦିଅନ୍ତୁ.. ଶରୀର ସହ ହୃଦୟକୁ ମଧ୍ୟ ଆରାମ … Continue reading ୫ ଘଣ୍ଟାରୁ ଅଧିକ ସମୟ ବସି ରହିଲେ ; ଥାଏ ହୃଦୟ ଜନିତ ସମସ୍ୟା ହେବାର ସମ୍ଭାବନା