www.samajalive.in
Monday, December 8, 2025
13.1 C
Bhubaneswar

ଭାଗ୍ୟ ଚମକାଇବ ଦୁବ ଘାସ

ଅନେକ ସମୟରେ ଆର୍ଥିକ ସମସ୍ୟା ଲାଗି ରହୁଥିବା ଦେଖାଯାଏ। ଏହି କାରଣରୁ ଘରେ କଳହ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥାଏ। ତେବେ ଏକ ସରଳ ବାସ୍ତୁ ଉପାୟ ଆପଣାଇବା ଦ୍ୱାରା ଆର୍ଥିକ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ..
ଦୁବ ଘାସ ଭାଗ୍ୟରେ ପରିବର୍ତ୍ତନ ଆଣିଥାଏ।
ଘରର ଦକ୍ଷିଣ-ପୂର୍ବ କୋଣରେ ଦୁବ ଘାସ ଲଗାଇବା ଦ୍ୱାରା ଘରେ ସକରାତ୍ମକ ଶକ୍ତି ପ୍ରବେଶ କରିଥାଏ।
ଦୁବ ଘାସର ସଠିକ ଭାବେ ଯତ୍ନ ନିଅନ୍ତୁ। ଏହା ସବୁଜ ଶ୍ୟାମଳା ହୋଇ ରହିଲେ ଘରେ ସୁଖଶାନ୍ତିରେ ବୃଦ୍ଧି ଓ ଉନ୍ନତି ହୋଇଥାଏ। ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସହ କାର୍ଯ୍ୟରେ ସଫଳତା ପ୍ରାପ୍ତି ହୋଇଥାଏ।
ଘରେ ଆର୍ଥିକ ସ୍ଥିତିରେ ଉନ୍ନତି ପାଇଁ ଦୁବ ଘାସକୁ ଘରର ଐଶାନ୍ୟ କୋଣରେ ଲଗାନ୍ତୁ।
ଏହାସହ ମନ୍ଦିର ନିକଟରେ ମଧ୍ୟ ଦୁବ ଘାସ ଲଗାଇପାରିବେ। ଏହାଦ୍ୱାରା ଆମଦାନୀରେ ବୃଦ୍ଧି,କର୍ମକ୍ଷେତ୍ରରେ ସଫଳତା ଓ ଉନ୍ନତି ହୋଇଥାଏ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories