www.samajalive.in
Sunday, December 7, 2025
18.1 C
Bhubaneswar

ବିଲ କାମ କରୁଥିବା ବେଳେ ପାଣିରେ ପଡି ବୃଦ୍ଧ ମୃତ

ସିମୁଳିଆ : ନିଜ ବିଲରେ ଧାନ ରୁଆଇବା ବେଳେ ବୃଦ୍ଧ ଜଣଙ୍କ ପାଣିରେ ପଡି ମୃତ୍ୟୁବରଣ କରିଛନ୍ତି। ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଙ୍ଗରଖଡିଗଡ଼ିଆ ପଞ୍ଚାୟତର ବେଲଗଡ଼ିଆ ଗ୍ରାମର କୈଳାସ ବେହେରା (୬୨) ନିଜ ଜମିରେ ଧାନ ରୁଆଉଥିବା ବେଳେ ପାଣିରେ ପଡି ଯାଇଥିଲେ। ଖବର ପାଇ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୈଳାସ ଅତ୍ୟନ୍ତ ଦରିଦ୍ର ହୋଇଥିବାରୁ ଗ୍ରାମବାସୀ ସରକାରୀ ସହାୟତା ଯୋଗାଇଦେବାକୁ ଅନୁରୋଧ କରିଛନ୍ତି।

ଆର ଜି କର ମେଡିକାଲ କଲେଜ ମାମଲା ;ଜୁନିୟର ଡାକ୍ତରଙ୍କ ପଦଯାତ୍ରା..

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories