www.samajalive.in
Friday, December 12, 2025
14.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର

ସିମୁଳିଆ : ଅଜଣା ଗାଡି ଧକ୍କାରେ ଜୈନିକ ବୃଦ୍ଧ ଗୁରୁତର ଅବସ୍ଥାରେ ପ୍ରଥମେ ସିମୁଳିଆ ପରେ ଅଧିକ ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଅସ୍ତିଆ ଅଞ୍ଚଳର ପୋଟୁ ଦ୍ବିବେଦୀ ଜାମ୍ମୁଝାଡ଼ିରୁ ସଉଦା କିଣି ଘରକୁ ଫେରୁଥିବା ସମୟରେ ଅସ୍ତିଆ କେନାଲ ନିକଟରେ ଅଜଣା ଗାଡି ଧକ୍କା ଦେବା ଫଳରେ ପୋଟୁ କେନାଲ ନୟନ ଜୋରୀକୁ ଛିଟିକି ପଡିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଦେଖି ସମାଜସେବୀ ଉମେଶ ନାୟକକୁ ଖବର ଦେଇଥିଲେ । ଖବର ପାଇ ଉମେଶ ବୃଦ୍ଧକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସିମୁଳିଆ ସ୍ବାସ୍ଥ୍ୟକେନ୍ଦ୍ର, ଅଧିକ ଗୁରୁତର ହେବାରୁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଖବର ପାଇ ସିମୁଳିଆ ପୁଲିସ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।

ବୁଧ କରିବେ ଓଲଟା ଚଳନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ ହିଁ ଧନ.. 

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories