www.samajalive.in
Saturday, December 6, 2025
26.1 C
Bhubaneswar

ସିନ୍ଦୁର ଆଣିଥାଏ ସୌଭାଗ୍ୟ – ଜାଣନ୍ତୁ ମହତ୍ତ୍ୱ

ବିବାହିତ ନାରୀମାନଙ୍କ ପାଇଁ ଶଙ୍ଖା ଓ ସିନ୍ଦୂର ବିଶେଷ ମହତ୍ତ୍ୱ ରଖିଥାଏ। ସିନ୍ଦୂରର ଅନେକ ଆଧ୍ୟାତ୍ମିକ ମହତ୍ତ୍ୱ ରହିଛି। ବିଶେଷ କରି ମଥାରେ ସିନ୍ଦୂର ଲଗାଇବା ବେଳେ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦେବା ଉଚିତ। ଶାସ୍ତ୍ର ଅନୁସାରେ ଠିକ ରୂପେ ସିନ୍ଦୂର ନ ଲଗାଇବା ଦ୍ୱାରା ସ୍ୱାମୀଙ୍କ ଉପରେ ଖରାପ ପ୍ରଭାବ ପଡିଥାଏ। ସିନ୍ଦୂର ପିନ୍ଧିବା ଦ୍ୱାରା ଜଣେ ନାରୀ ଅଖଣ୍ଡ ସୌଭାଗ୍ୟବତୀ ହୋଇଥାଏ।

ମଥାରେ ସିନ୍ଦୂର ଲଗାଇବା ଦ୍ୱାରା ମା’ ଲକ୍ଷ୍ମୀଙ୍କ କୃପା ଆପଣଙ୍କ ଉପରେ ରହିବା ସହ ସ୍ୱାମୀଙ୍କ ଆୟୂଷ ବୃଦ୍ଧି ହୋଇଥାଏ। ସ୍ୱାମୀଙ୍କ ରୋଜଗାରରେ ମଧ୍ୟ ବୃଦ୍ଧି ହୋଇଥାଏ।

- Advertisement -

ବିଭିନ୍ନ ଆଙ୍ଗୁଠିରେ ସିନ୍ଦୂର ଲଗାଇବା ବିଭିନ୍ନ ଫଳ ପ୍ରାପ୍ତି ହୋଇଥାଏ। ସିନ୍ଦୂର ସର୍ବଦା ମଥାର ମଧ୍ୟ ଭାଗରେ ଲଗାଇବା ଉଚିତ।

ALSO REAdମାନସିକ ରୋଗରୁ ମୁକ୍ତି ପାଇଁ ପ୍ରଭୁ ଶିବଶଙ୍କରଙ୍କୁ ପଞ୍ଚାମୃତ ଓ ମହୁରେ

ସିନ୍ଦୂର ଲଗାଇବା ବେଳେ ପଶ୍ଚିମ ଦିଗକୁ ମୁହଁ କରି ଅନାମିକା ଆଙ୍ଗୁଠିରେ ଲଗାଇବା ଦ୍ୱାରା ଅର୍ଥ ଓ ସୁଖଶାନ୍ତି ପ୍ରାପ୍ତି ହୋଇଥାଏ।

Also read ବାସ୍ତୁ ନିୟମର ପାଳନ କରିବା ଦ୍ୱାରା ଘରେ ସୁଖଶାନ୍ତି ସର୍ବଦା ରହିଥାଏ

ସିନ୍ଦୂର ଲଗାଇବା ବେଳେ ଉତ୍ତର ଦିଗକୁ ମୁହଁ କରି ତର୍ଜନୀ ଆଙ୍ଗୁଠିରେ ଲଗାଇବା ଦ୍ୱାରା ଜ୍ଞାନ ବୃଦ୍ଧି ହୋଇଥାଏ।
ପୂର୍ବ ଦିଗକୁ ମୁହଁ କରି ମଧ୍ୟମା ଆଙ୍ଗୁଠିରେ ସିନ୍ଦୂର ଲଗାଇବା ଦ୍ୱାରା ଐଶ୍ୱର‌୍ୟ୍ୟ ପ୍ରାପ୍ତି ହୋଇଥାଏ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories