www.samajalive.in
Wednesday, December 10, 2025
14.1 C
Bhubaneswar

ଏମ୍ସରେ ହ୍ୟୁମାନ ସାଗର

 ଭୁବନେଶ୍ୱର : ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ । କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ  ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଯୋଗ୍ୟ ଯେ , ଗତ କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ହ୍ୟୁମାନ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories