୫୮ ବର୍ଷରେ ଶିଶୁ ପୁତ୍ରକୁ ଜନ୍ମଦେଲେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣ କୌର

ଚଣ୍ଡିଗଡ: ପଞ୍ଜାବୀ କଣ୍ଠଶିଳ୍ପୀ ସିଦ୍ଧୁ ମୁସେୱାଲାଙ୍କ ଘରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ୫୮ ବର୍ଷରେ ତାଙ୍କ ମା’ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏ ନେଇ ନିଜେ ମୁସେୱାଲାଙ୍କ ବାପା ବଲକୌର ସିଂ ସୂଚନା ଦେଇଛନ୍ତି। ସୋସିଆଲ ମିଡିଆରେ ଶିଶୁପୁତ୍ର ର ଫଟୋ ମଧ୍ୟ ସେୟାର କରିଛନ୍ତି । ସେ କହିଛନ୍ତି ଶୁଭଦୀପଙ୍କୁ ଭଲ ପାଉଥିବା ଲକ୍ଷ ଲକ୍ଷ ଆତ୍ମାଙ୍କ ଆଶୀର୍ବାଦରେ ଅନନ୍ତ ଭଗବାନ ଆମକୁ ଶୁଭଙ୍କ ସାନଭାଇ ଦେଇଛନ୍ତି … Continue reading ୫୮ ବର୍ଷରେ ଶିଶୁ ପୁତ୍ରକୁ ଜନ୍ମଦେଲେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣ କୌର