www.samajalive.in
Friday, December 5, 2025
20.1 C
Bhubaneswar

ଜେଏମଏମ ଛାଡି ବିଜେପିରେ ମିଶିଲେ ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନ

ଝାଡଖଣ୍ଡ: ଲୋକସଭା ନିର୍ବାଚନ ପୂର୍ବରୁ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାକୁ ବଡ ଝଟକା । ଜେଏମଏମ ପାର୍ଟି ଛାଡି ବିଜେପିରେ ସାମିଲ ହୋଇଛନ୍ତି ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନ । ମଙ୍ଗଳବାର ସକାଳେ ବିଧାୟିକ ସୀତା ସୋରେନ ଦଳର ସମସ୍ତ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ଇସ୍ତଫା ପତ୍ର ଦଳର ଅଧ୍ୟକ୍ଷ ଶିବୁ ସୋରେନଙ୍କ ପାଖକୁ ପଠାଇଥିଲେ । ସୀତା ସୋରେନ ଇସ୍ତଫା ପତ୍ରରେ କହିଛନ୍ତି ‘ଅତ୍ୟନ୍ତ ଦୁଃଖର ସହ ଦଳରୁ ଇସ୍ତଫା ଦେଉଛି । ମୋ ସ୍ୱାମୀ ସ୍ୱର୍ଗତ ଦୁର୍ଗା ସୋରେନ ପାର୍ଟି ପାଇଁ ଅନେକ ବଳିଦାନ ଦେଇଛନ୍ତି । କିନ୍ତୁ ଦଳରେ ମୋ କଥା ଶୁଣିବାକୁ କେହି ନାହାଁନ୍ତି । ମୋ ବିରୋଧରେ ଗଭୀର ଷଡଯନ୍ତ୍ର ରଚାଯାଉଛି । ଏଥିପାଇଁ ଦଳରୁ ଅତ୍ୟନ୍ତ ଦୁଃଖର ସହ ଇସ୍ତଫା ଦେଉଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories