www.samajalive.in
Tuesday, December 9, 2025
15.1 C
Bhubaneswar

ପୋଖରୀରେ ବୁଡ଼ି ୬ ନାବାଳିକା ଅସୁସ୍ଥ

ଜଗତସିଂହପୁର: ଜଗତସିଂହପୁର ଜିଲା ପାଟେଣି ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଖୁଦୁରୁକୁଣୀ ଶେଷ ପାଳିରେ ପୋଖରୀ ତୁଠକୁ ଯାଇଥିବା ୬ ନାବାଳିକା ବୁଡ଼ି ଯାଇଥିଲେ । ତୁଠରେ ହଠାତ ଗୋଡ଼ ଖସିଯିବାରୁ ସେମାନେ ପାଣି ଭିତରକୁ ଖସି ପଡ଼ିଥିଲେ । ସ୍ଥାନୀୟଲୋକେ ବୁଡ଼ି ଯାଉଥିବା ଝିଅମାନଙ୍କୁ  ସଙ୍ଗେ ସଙ୍ଗେ ଉଦ୍ଧାର କରିଥିଲେ । ସେମାନେ ଅସୁସ୍ଥ ହୋଇ ପଡ଼ିଥିବାରୁ  ମଣ୍ଡାସାହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories