www.samajalive.in
Tuesday, December 9, 2025
17.1 C
Bhubaneswar

୭ଟି ମଣିଷ ମୁଣ୍ଡ ଖପୁରୀ ଜବତ

ପୁରୀ: ପୁରୀରୁ ମଣିଷ ମୁଣ୍ଡ ଖପୁରୀ ଜବତ ହୋଇଛି । ଷ୍ଟେସନ ରୋଡ କମଳା ହସ୍ପିଟାଲ ପଛରେ ଥିବା ଏକ ପରିତ୍ୟକ୍ତ ସ୍ଥାନରୁ ୭ଟି ମଣିଷ ମୁଣ୍ଡ ଖପୁରୀ ସି ବିଚ୍ ପୁଲିସ ଜବତ କରିଛି । କେହି ଦୁର୍ବୃତ୍ତ ଏଠାରେ ପିଙ୍ଗି ଦେଇ ଖସି ପଳାଇ ଯାଇଥିବା ସନ୍ଦେହ କରାଯାଉଛି । ଏନେଇ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories