www.samajalive.in
Monday, December 8, 2025
13.1 C
Bhubaneswar

ପୋଲ ତଳୁ ମଣିଷ କଙ୍କାଳ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। କାଲଟା ଫାଣ୍ଡି ଜାତୀୟ ରାଜପଥ ପୋଲ ତଳୁ ଏକ ମଣିଷ କଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରୁ ଏକ ବ୍ୟାଗ୍ ମଧ୍ୟ ଜବତ କରାଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ  କଙ୍କାଳଟି କାହାର, ତାହା ସଠିକ୍ ଭାବେ ଜଣାପଡିନାହିଁ। କିନ୍ତୁ ଜବତ ହୋଇଥିବା ବ୍ୟାଗରୁ ଆଧାର କାର୍ଡ ଏବଂ କିଛି ଗୁରୁତ୍ଵପୂର୍ଣ୍ଣ କାଗଜ ପତ୍ର ମିଳିଛି। ଖବର ପାଇ କୋଇଡା ପୁଲିସ୍ ଏବଂ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଖୋଳତାଡ ଜାରି ରଖିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories