www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟରେ ପଛେଇଛି ଟିକାକରଣ

ଭୁବନେଶ୍ୱର ; ରାଜ୍ୟରେ ପଛେଇଛି ଟିକାକରଣ। ପାଖାପାଖି ୧୩ ଲକ୍ଷ ବରିଷ୍ଠ ନାଗରିକ ନେଇ ନାହାନ୍ତି, ଦ୍ବିତୀୟ ଓ ପ୍ରତିଷେଧାତ୍ମକ ପାନ ଟିକା । ୬ ଲକ୍ଷ ୪୩ ହଜାର ୪୫୦ ଜଣ ଦ୍ବିତୀୟ ପାନ ନେଇ ନ ଥିବାବେଳେ ୬ ଲକ୍ଷ ୪୭ ହଜାର ୫୧ ପ୍ରତିଷେଧାତ୍ମକ ପାନ ଟିକା ନେଇ ନାହାନ୍ତି । ଯାହାକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଗତ ୭ ତାରିଖରେ ଚିଠି ଲେଖା ଯାଇ ଟିକାକରଣ କାର୍ଯ୍ୟକ୍ରମ ତ୍ବରାନ୍ବିତ କରିବାକୁ ନିର୍ଦେଶ ଦିଆଯାଇଥିଲା । ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକ ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦେଶକ, ସମସ୍ତ ମ୍ୟୁନିସିପାଲ ଆୟୁକ୍ତ, ଜିଲାପାଳ ଓ ସିଡିଏମଓଙ୍କୁ ଚିଠି ଲେଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ନିର୍ଦେଶ ମାନିବାକୁ ଏବଂ ଟିକାକରଣ କାର୍ଯ୍ୟ ତ୍ବରାନ୍ବିତ କରିବାକୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories