www.samajalive.in
Saturday, December 6, 2025
15.1 C
Bhubaneswar

ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି : ଆସନ୍ତା କାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି କ୍ରମରେ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ସ୍ଥିର କରିଛନ୍ତି। ତତ୍କାଳ ଆସନ୍ତା କାଲିଠାରୁ ଏହି ନିଷ୍ପତ୍ତି ଲାଗୁ ହେବ। ସମସ୍ତ ସରକାରୀ, ଘରୋଇ ଓ ଅନୁଦାନ ପ୍ରାପ୍ତ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। କରୋନା ସଂକ୍ରମଣ ସ୍ଥିତିକୁ ଦେଖି ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଳାସ ବନ୍ଦ ରହିବ।  ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦେଶ ଦିଆଯାଇଛି।

ତେବେ ପୂର୍ବ ନିଷ୍ପତ୍ତି ଅନୁସାରେ ଏପ୍ରିଲ ୨୫ ପର୍ଯ୍ୟନ୍ତ ଦଶମ ଓ ଦ୍ବାଦଶ ଶ୍ରେଣୀରେ ପାଠପଢା ଜାରି ରହିବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ମଧ୍ୟ ସେମା​​‌ନଙ୍କର ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories