www.samajalive.in
Saturday, December 13, 2025
15.1 C
Bhubaneswar

ସ୍ମୃତି ଇରାନୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ କରିବାକୁ ଅଦାଲତରେ ମାମଲା

ନୂଆଦିଲ୍ଲୀ : ମହାରାଷ୍ଟ୍ର ନବନିର୍ମାଣ ନୋ (ଏମଏନସି)ର ଜଣେ କାର୍ଯ୍ୟକର୍ତ୍ତା ବୁଧବାର ପୁଣେ ଅଦାଲତରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛନ୍ତି।
ଏଥିରେ ସ୍ମୃତି ଇରାନୀ ଲୋକସଭା ନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ନିଜ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ କରାଯାଇଛି। ଏମଏନସି କାର୍ଯ୍ୟକର୍ତ୍ତା ରୂପାଲି ପାଟିଲ ଥୋମ୍ବାରେ ଅତିରିକ୍ତ ମାଜିଷ୍ଟ୍ରେଟ୍‍ ବିଏସ୍‍ ଗାୟକୱାଡଙ୍କ ଅଦାଲତରେ ନିଜ ଅଭିଯୋଗ ଦାଏର କରିଛନ୍ତି। ରୂପାଲି ଆଇପିସି ଧାରା ୪୨୦ (ଠକେଇ) ଏବଂ ୪୦୬ରେ ମାମଲା ରୁଜୁ କରାଇବା ସହ ମାମଲାର ତଦନ୍ତ ପାଇଁ କୋର୍ଟଙ୍କୁ ନିବେଦନ କରିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories