www.samajalive.in
Saturday, December 6, 2025
16.1 C
Bhubaneswar

ସମୁଦ୍ର ପଥରେ ଚୋରା ଚାଲାଣ, ୩ ଗିରଫ

ପାରାଦୀପ: ସମୁଦ୍ର ପଥରେ ଚୋରା ଚାଲାଣ ଅଭିଯୋଗରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ ସହ ତଦନ୍ତ ଚାଲିଥିବା ପୁଲିସ ସୂଚନା ଦେଇଛି।

ପିକଅପ ଭ୍ୟାନରେ ସାମଗ୍ରୀ ଆଣି ସମୁଦ୍ରକୁ ନେଇ ଯାଉଥିବା ଖବର ପାଇ ପୁଲିସ ଚଢ଼ାଉ କରିଥିଲା। ନେହରୁ ବଙ୍ଗଳା ଫିସିଂ ହାର୍ବର ପରିସରରୁ ପିକଅପ ଭ୍ୟାନରେ ଆଣିଥିବା ୦ଲକ୍ଷ ଟଙ୍କାର ଚୋରା ସାମଗ୍ରୀଗୁଡ଼ିକୁ ପୁଲିସ ଜବତ କରିଥିଲା।

- Advertisement -

ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ ସହ ୩ଜଣଙ୍କୁ ପୁଲିସ ଗିରଫ କରିଛି। ଏହାସହିତ ଡ୍ରାଇଭର ଓ ବୋଟ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିବାବେଳେ ଏହାର ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂଚନା ଦେଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories