www.samajalive.in
Monday, December 15, 2025
26.1 C
Bhubaneswar

ବିଷଧର ସାପକାମୁଡାରେ ଭାଇଭଉଣୀ ମୃତ

ଆଳି : କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏକ ଦୁଃଖଦ ଘଟଣା ଘଟିଥିବା ନେଇ ଶନିବାର ଖବର ମିଳିଛି। ରାତିରେ ଶୋଇଥିବା ଅବସ୍ଥାରେ ବିଷଧର ସାପକାମୁଡାରେ ଭାଇଭଉଣୀଙ୍କର ମୃତ୍ୟୁ ଘଟିଛି। ପୁଅର ବୟସ ୧୧ ବର୍ଷ ହୋଇଥିବା ବେଳେ ଝିଅର ବୟସ ୩ ବର୍ଷ ବୋଲି ଜଣାପଡିଛି।
ସୂଚନା ଯୋଗ୍ୟ, ଉଭୟ ଭାଇଭଉଣୀ ରାତିରେ ଶୋଇଥିବା ବେଳେ ଏକ ବିଷଧର ସାପଟି ପ୍ରଥମେ ପୁଅକୁ ଓ ପରେ ଝିଅକୁ କାମୁଡି ଦେବାରୁ ସେମାନେ ଚିତ୍କାର କରିଥିଲେ। ଚିତ୍କାର ଶୁଣି ପରିବାର ଲୋକେ ସେମାନଙ୍କୁ ମେଡିକାଲ ନେଇଥିଲେ। ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଘଟଣାରେ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories