www.samajalive.in
Saturday, December 6, 2025
26.1 C
Bhubaneswar

ନିଜକୁ ନିଜେ ଖାଉଛି ସାପ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଅନେକ ସାପ ଭିଡିଓ ଭାଇରାଲ ହୋଇଥାଏ । ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏକ ନିଜେ ନିଜକୁ ଖାଉଥିବା ଦେଖିବାକୁ ମିଳୁଛି । ଏହି ଦୃଶ୍ୟ କିଛି ଲୋକଙ୍କୁ ବିଚଳିତ କରିପାରେ ।  ଏହା ଅତି ବିରଳ ଏବଂ ବିଚିତ୍ର ଘଟଣା । ସାପଟି ଶେଷ ସୁଦ୍ଧା ନିଜକୁ ଅଧା ଖାଇଦେଉଛି ।

- Advertisement -

ଏକ୍ସରେ ଭିଡିଓଟି ସେୟାର କରାଯାଇଛି । ଭିଡିଓକୁ ଗୋଟିଏ ଦିନରେ ପ୍ରାୟ ୬ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି । ସମସ୍ତେ ଏଥିରେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ରଖୁଛନ୍ତି ।

Hot this week

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

Related Articles

Popular Categories