www.samajalive.in
Saturday, December 6, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ ; ମାତ୍ର କିଛି ସେକେଣ୍ଡରେ ହରିଣକୁ ଗୋଟା ଗିଳି ଦେଲା ଅଜଗର..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ଦେଖି ଭୟଭୀତ ଲାଗିଥାଏ । ସାଧାରଣତଃ ସାପ ନାଁ ଶୁଣିଲେ ହିଁ ଭୟ ଲାଗିଥାଏ । ନିକଟରେ ସୋସିଆଲ ମିଡିଆରେ ସାପର ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି, ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।

ଭାଇରାଲ୍‌ ହେଉଥିବା ଭିଡିଓଟି ସାପ ଓ ହରିଣର । ଭିଡିଓରେ ଦେଖିପାରିବେ, ମାତ୍ର କିଛି ସେକେଣ୍ଡରେ ଏକ ଅଜଗର ସାପ ଏକ ହରିଣକୁ ଗୋଟା ଗିଳି ଦେଉଛି । ଭିଡିଓକୁ ଦେଖିବା ପରେ ଲୋକେ ଆଶ୍ଚର୍ଯ୍ୟଚକିତ ହୋଇଛନ୍ତି । ଘଟଣାଟି କେଉଁ ସ୍ଥାନର ତାହା ସ୍ପଷ୍ଟ ହୋଇ ନାହିଁ ।
ଅଜଗର ସାପ ସାମ୍ନାରେ କିଛି ଲୋକ ବସିଛନ୍ତି । ସାପଟି ହରିଣକୁ ଗୋଟା ଗିଳୁଥିବା ଦେଖାଯାଉଛି । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି ।

ନଭେମ୍ବର ୧୬ରେ ରାଜଯୋଗ; ଜାଣନ୍ତୁ କେଉଁ ୪ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ଚମକିବ ଭାଗ୍ୟ..

- Advertisement -

କରଞ୍ଜିଆରେ ୨୮ ଟିକିଆ ଝାଡଖଣ୍ଡ ହାତୀପଲ; ନଷ୍ଟ କଲେ ଧାନକ୍ଷେତ 

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories