www.samajalive.in
Monday, December 15, 2025
15.1 C
Bhubaneswar

ପୂଜା ଭଣ୍ଡାରରୁ ନାଗସାପ ଉଦ୍ଧାର 

ପାତ୍ରପୁର: ପାତ୍ରପୁର କୁଠାରୀ ମନ୍ଦିର ନିକଟସ୍ଥ ସ୍ୱାମୀ ପୂଜା ଭଣ୍ଡାରରୁ ଗୁରୁବାର ସାଢେ ୪ ଫୁଟ ଲମ୍ବର ଏକ ନାଗ ସାପ ଉଦ୍ଧାର ହୋଇଛି।

ମିଳିଥିବା ସୂଚନା ପ୍ରକାରେ, ପୂଜା ଭଣ୍ଡାର ମାଲିକ ଦୋକାନ ଭିତରେ ସାପକୁ ଦେଖି ସ୍ନେକ ହେଲ୍ପଲାଇନ୍ ସହ ଯୋଗାଯୋଗ କରିଥିଲେ। ଖବର ପାଇ ସ୍ନେକ୍ ହେଲ୍ପଲାଇନର ରାମଚନ୍ଦ୍ର ସାହୁ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ। ଉଦ୍ଧାର ନାଗସାପକୁ ଜଙ୍ଗଲରେ ଛଡାଯାଇଥିବା ସ୍ନେକ ହେଲ୍ପଲାଇନ୍ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories