www.samajalive.in
Sunday, December 14, 2025
23.1 C
Bhubaneswar

ଓଟିଏମ୍ କଲୋନୀରୁ ନାଗସାପ ଉଦ୍ଧାର

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୧୨ନମ୍ବର ୱାର୍ଡ଼ ଓଟିଏମ୍ କଲୋନୀରୁ ଗୁରୁବାର ଏକ ନାଗସାପ ଉଦ୍ଧାର କରାଯାଇଛି ।କ୍ୱାର୍ଟରରେ ରହୁଥିବା ବୀରବର ରଣାଙ୍କ ରୋଷେଇ ଘର ବେସିନ୍ ପଛପଟେ ଏକ ବଡ଼ ସାପ ରହିଥିବା ଦେଖି ପରିବାର ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ସପଟିକୁ ଘଉଡ଼େଇବା ପାଇଁ ଚେଷ୍ଟାକରି ବିଫଳ ହେବାରୁ ସେ ସ୍ଥାନୀୟ ଲୋକଙ୍କ ସହାୟତାରେ ସାପ ଧରାଳିଙ୍କୁ ଖବର ଦେଇଥିଲେ। ସାପ ଧରାଳି ଶୁଭେନ୍ଦୁ ସ୍ୱାଇଁ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଧରି ନିକଟସ୍ଥ ଜଙ୍ଗଲରେ ଛାଡ଼ିଛନ୍ତି । ଧରା ଯାଇଥିବା ସାପଟି ୪ଫୁଟ ଲମ୍ବ ହେବ ବୋଲି ଜଣା ପଡ଼ିଛି।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories