www.samajalive.in
Saturday, December 6, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ; ବିଶାଳକାୟ ଅଜଗର ସହ ଏକାଠି ଗାଧୋଉଛନ୍ତି ବ୍ୟକ୍ତି

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ଭିଡିଓଟି ଏକ ବିଶାଳକାୟ ଅଜଗର ଓ ଜଣେ ବ୍ୟକ୍ତିଙ୍କର ।

- Advertisement -

ଭିଡିଓରେ ଦେଖିପାରିବେ, ଜଣେ ବ୍ୟକ୍ତି ଏକ ବିଶାଳକାୟ ଅଜଗର ସାପ ସହ ଏକାଠି ଗାଧୋଉଛନ୍ତି । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି । ବ୍ୟକ୍ତି ଜଣକ ଆଦୌ ଭୟ ନକରି ଆରାମରେ ବାଥ୍‌ଟବ୍‌ରେ ଏକ ବିଶାଳକାୟ ଅଜଗର ସାପ ସହ ନଜର ଆସୁଛନ୍ତି । କଳା,ହଳଦିଆ ମିଶ୍ରିତ ରଙ୍ଗର ବିରାଟକାୟ ଅଜଗର ସହ ବ୍ୟକ୍ତି ଜଣକ ଗାଧୋଉଛନ୍ତି ।

ଦେଢ ବର୍ଷ ପରେ କେତୁ ଚଳନ: ଏହି ରାଶି ହେବେ ମାଲାମାଲ୍‌, ବଢିବ ଦରମା, କିଣିବେ ନୂଆ ଘର, ଗାଡି..

ଦେଖନ୍ତୁ ଭିଡିଓ; ଟୋଲକର୍ମୀଙ୍କୁ ଚାପୁଡା ପରେ ଚାପୁଡା ମାରି ମହିଳା କଲେ ରକ୍ତାକ୍ତ, ଘଟିଥିଲା ଏମିତି କିଛି.. 

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories