ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ;ବୁଢିଆଣୀ ଜାଲରେ ଫସି ଛଟପଟ ହେଲା ସାପ
ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍ ହୋଇଥାଏ । କିଛି ଆଶ୍ଚର୍ଯ୍ୟଚକିତ ସହ ଭୟଭୀତ ମଧ୍ୟ କରିଥାଏ । ତେବେ ଅନେକ ସମୟରେ ସାପର ଭାଇରାଲ୍ ହେଉଥିବା ଭିଡିଓ ସଭିଁଙ୍କ ଧ୍ୟାନକୁ ବେଶ ଆକର୍ଷିତ କରିଥାଏ । ନିକଟରେ ସୋସିଆଲ ମିଡିଆରେ ସାପର ଏପରି ଏକ ଭିଡିଓ ଭାଇରାଲ୍ ହେଉଛି, ଯାହାର କେହି କେବେ କଳ୍ପନା ମଧ୍ୟ କରିନଥିବେ । ସେଭଳି ଆଶ୍ଚର୍ଯ୍ୟ କରିବା ଭଳି ଏକ ଭିଡିଓ ଏବେ ଦ୍ରୁତ ଗତିରେ … Continue reading ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ;ବୁଢିଆଣୀ ଜାଲରେ ଫସି ଛଟପଟ ହେଲା ସାପ
Copy and paste this URL into your WordPress site to embed
Copy and paste this code into your site to embed