www.samajalive.in
Monday, December 15, 2025
26.1 C
Bhubaneswar

ଦେଖନ୍ତୁ ଭୟଭୀତ କରୁଛି ଏହି ଭିଡିଓ; ଖାଲି ହାତରେ ଯୁବକ ଧରିଲେ ବିଶାଳକାୟ ଅହିରାଜ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ସାପର ଏପରି ଅନେକ ଭିଡିଓ ସାମ୍ନାକୁ ଆସିଥାଏ, ଯାହା ଖୁବ୍‌ ଭୟଭୀତ କରିବା ସହ ସଭିଁଙ୍କ ଧ୍ୟାନକୁ ମଧ୍ୟ ଆକର୍ଷିତ କରିଥାଏ । ଅନେକ ବିଷଧର ଓ ବିଶାଳ, ଭୟଙ୍କର ସାପ ମଧ୍ୟରେ ଅହିରାଜ ଗୋଟିଏ । ଅହିରାଜ ସାପର ଏପରି ଅନେକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହୋଇଥାଏ । ନିକଟରେ ଏଭଳି ଏକ ଭିଡିଓ ଭାଇରାଲ୍‌ ହୋଇଛି, ଯାହାକୁ ଦେଖିଲେ ସହଜରେ ବିଶ୍ୱାସ କରି ହେବ ନାହିଁ । ଭିଡିଓଟି ଖୁବ୍‌ ଭୟଙ୍କର ମଧ୍ୟ ଅନୁଭବ ହେଉଛି ।

- Advertisement -

ଅହିରାଜ ସାପର ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ପରବୀନ କାସବାନ ଏକ୍ସରେ ଶେୟାର କରିଛନ୍ତି । ଭିଡିଓରେ ଦେଖିପାରିବେ, ଜଣେ ଯୁବକ ଖାଲି ହାତରେ ଏକ ବିଶାଳକାୟ ଅହିରାଜ ସାପକୁ ଧରିଛନ୍ତି । ଯାହାକୁ ଦେଖିଲେ ଯେ କେହି ମଧ୍ୟ ଭୟଭୀତ ହୋଇଯିବେ । ୧୧ ସେକେଣ୍ଡର ଏହି ଭିଡିଓ କ୍ଲିପ୍‌କୁ ଲକ୍ଷ ଲକ୍ଷ ଲୋକେ ଦେଖିସାରିଲେଣି । ଭିଡିଓଟି କେଉଁ ସ୍ଥାନର ତାହା ଜଣାପଡି ନାହିଁ । ଭିଡିଓ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଆଜି ଗୁରୁ ପୂର୍ଣ୍ଣିମାରେ ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶି ପାଇଁ ଆସିଗଲା ବଡ ଖୁସି, ଧନ ଠାରୁ ବିବାହ ସବୁଥିରେ ସଫଳତା,ସୁନା ଭଳି ଚମକିବ ଭାଗ୍ୟ..

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories