www.samajalive.in
Wednesday, December 10, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ୍‌ ହୋଇଥାଏ । ଯାହା ଅନେକ ସମୟରେ ଆଶ୍ଚର୍ଯ୍ୟ ଚକିତ ସହ ଭୟଭୀତ କରିଥାଏ । ନିକଟରେ ସାପର ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି।
ଭିଡିଓରେ ଦେଖି ପାରିବେ ପାଇଖାନା ଭିତରୁ ହଠାତ୍‌ କିଭଳି ଏକ ବିଷଧର ସାପ ବାହାରି ଆସୁଛି । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି।


ଘରର ଜଣେ ସଦସ୍ୟ ପାଇଖାନା ବ୍ୟବହାର କରିବାକୁ ଯାଇଛନ୍ତି। ହଠାତ୍‌ ସେହି ସମୟରେ ବିଷଧର ସାପଟି ଭିତରୁ ହଠାତ୍‌ ବାହାରି ଆସୁଛି। ଏହାପରେ ସାପଟି ଲୁଚି ଯାଉଛି। ପରେ ସାପ ଧରାଳୀ ଆସି ସାପଟିକୁ ଜଙ୍ଗଲରେ ଛାଡି ଥିଲେ।

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

- Advertisement -

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ, କହିଲେ.. 

ଲକ୍ଷ୍ମୀ-ନାରାୟଣ ରାଜଯୋଗ ଆରମ୍ଭ: ଏହି ରାଶିଙ୍କ ବଢିବ ଦରମା, ଚାକିରି-ବ୍ୟବସାୟରେ ହେବ ଜବରଦସ୍ତ ଉନ୍ନତି..

 

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories