ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ୍‌ ହୋଇଥାଏ । ଯାହା ଅନେକ ସମୟରେ ଆଶ୍ଚର୍ଯ୍ୟ ଚକିତ ସହ ଭୟଭୀତ କରିଥାଏ । ନିକଟରେ ସାପର ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି। ଭିଡିଓରେ ଦେଖି ପାରିବେ ପାଇଖାନା ଭିତରୁ ହଠାତ୍‌ କିଭଳି ଏକ ବିଷଧର ସାପ ବାହାରି ଆସୁଛି । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି। Related … Continue reading ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..