www.samajalive.in
Saturday, December 6, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ଶୋଇଥିଲେ ମହିଳା, ଚଢିଲା ବିରାଟକାୟ ନାଗ, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିିତ କରିଥାଏ । ନିକଟରେ ସାପର ଏଭଳି ଏକ ଭିଡିଓ ଭାଇରାଲ୍‌ ହେଉଛି। ଯାହାକୁ ଦେଖିଲେ ଭୟଭୀତ ହୋଇ ଯିବେ ।


ଭାଇରାଲ ଭିଡିଓରେ ଦେଖିପାରିବେ, ଚଟାଣରେ ବିଛଣା ପକାଇ ଶୋଇଥିବା ଜଣେ ମହିଳାଙ୍କ ଉପରେ କିଭଳି ଏକ ନାଗ ସାପ ଚଢି ଯାଉଛି । ମହିଳା ଜଣକ ଖୋଲା ସ୍ଥାନରେ ବିଛଣା ପକାଇ ଶୋଇଥିବା ବେଳେ ଏକ ବିରାଟ ନାଗ ସାପ ସେହି ସ୍ଥାନକୁ ଆସୁଛି । ମହିଳାଙ୍କ ଉପରେ ସାପଟି ଚଢୁଥିବା ଦେଖିପାରିବେ । ମାତ୍ର ସେହି ସମୟରେ ମଧ୍ୟ ମହିଳା ଜଣକ ଗଭୀର ନିଦରେ ଶୋଇଛନ୍ତି । ଭିଡିଓକୁ ହଜାର ହଜାର ଲୋକେ ଦେଖିବା ସହ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ନଭେମ୍ବର ୨୪ରେ ଏମାନଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ

- Advertisement -

୧୫ ନଭେମ୍ବରରେ ଶନି ଚଳନ ; ଏହି ୫ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା..

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories