www.samajalive.in
Tuesday, December 9, 2025
26.1 C
Bhubaneswar

ଖାଲି ହାତରେ ଧରିଲେ ୬ଟି ସାପ, ଭିଡିଓ ଦେଖିଲେ ଭୟ ଲାଗିବ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଅନେକ ସାପ ଭିଡିଓ ଭାଇରାଲ ହେବା ଆପଣ ଦେଖିଥିବେ । ଏଥିରୁ କିଛି ଭିଡିଓ ଅତି ବିପଜ୍ଜନକ ଲାଗିଥାଏ ଏବଂ କିଛି ଭିଡିଓ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଥାଏ । ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ ବ୍ୟକ୍ତି ୬ଟି ସାପକୁ ହାତରେ ଧରି ଖେଳୁଛନ୍ତି ।

- Advertisement -

ଭିଡିଓଟି ଅନଲାଇନରେ ଲୋକପ୍ରିୟତା ହାସଲ କରୁଛି । ସମସ୍ତେ ତାଙ୍କ ସାହସକୁ ପ୍ରଶଂସା କରୁଛନ୍ତି । ତେବେ କିଛି ଲୋକଙ୍କ ତାଙ୍କୁ ଏଭଳି ଦୁଃସାହସିକ କାମ କରିବାକୁ ବାରଣ କରୁଛନ୍ତି । ସମସ୍ତେ ଏହି ଭିଡିଓକୁ ଲାଇକ୍ କରିବା ସହ ସେୟାର କରୁଛନ୍ତି ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories