www.samajalive.in
Monday, December 15, 2025
26.1 C
Bhubaneswar

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories