www.samajalive.in
Thursday, November 13, 2025
25.1 C
Bhubaneswar

କାକାକୁ ହତ୍ୟା କଲା ପୁତୁରା

ସୁନ୍ଦରଗଡ : ଘରୋଇ କଳହକୁ କେନ୍ଦ୍ର କରି କାକାକୁ ହତ୍ୟା କଲା ପୁତୁରା। ସୁନ୍ଦରଗଡ ଜିଲ୍ଲା ସଦର ଥାନା କିରେଇ ପଞ୍ଚାୟତ ଅଫିସ୍‌ ନିକଟରେ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁତୁରା ଏକ ବାଡିରେ ପିଟି ପିଟି ନିଜ କାକାକୁ ହତ୍ୟା କରିଛି। ହତ୍ୟାକାଣ୍ଡ ପରେ ପୁତୁରା ଫେରାର୍‌ ହୋଇଯାଉଥିବାବେଳେ ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories