www.samajalive.in
Saturday, December 6, 2025
26.1 C
Bhubaneswar

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବର୍ଣ୍ଣା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ରୀ ଜଣକ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡିଯାଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ଉଦ୍ଧାର କରାଯାଇ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇନ୍ତି । ବର୍ତ୍ତମାନ୍ ପର୍ଯ୍ୟନ୍ତ ଆତ୍ମାହୁତି ଉଦ୍ୟମର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ସୁନ୍ଦରଗଡ଼ ଏସପି ପହଞ୍ଚିଥିବାବେଳେ ଏହି ଘଟଣାରେ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରାଯାଉଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories