୪ ବିଧାୟକଙ୍କୁ ଜବାବ ତଲବ, ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି)ରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଚଳିତ ମାସ ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ ଉଲ୍ଲେଖ କରାଯାଇଛି। ସେମାନଙ୍କ ବିଧାୟକ ପଦ କାହିଁକି ରଦ୍ଦ ନ ହେବ ସେଥିପାଇଁ ପକ୍ଷ ରଖିବାକୁ … Continue reading ୪ ବିଧାୟକଙ୍କୁ ଜବାବ ତଲବ, ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ