www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ କ୍ୟୁଏସ୍‍ ଆଇ-ଗଜ୍‍ ଡାଇମଣ୍ଡ ୟୁନିଭର୍ସିଟି ରେଟିଂରେ ସ୍ଥାନ ପାଇଲା ସୋଆ

ଭୁବନେଶ୍ୱର : ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‍ଡ ଟୁ ବି ୟୁନିଭର୍ସଟି)।
କ୍ୟୁଏସ୍‍ ଆଇ-ଗଜ୍‍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ।
ଏହି ସଫଳତା ହାସଲ କରିବା ପରେ କ୍ୟୁଏସ୍‍ ଆଇ-ଗଜ୍‍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ
କରିବା ନେଇ ସୋଆ ଅଭୁତପୂର୍ବ ପାରଦର୍ଶିତା ପ୍ରଦର୍ଶନ କରିଛି। ପୂର୍ବ ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ
ଏହି ସଫଳତା ହାସଲ କରି ସୋଆ।
ଏହି ରେଟିଂର ପ୍ରାଥମିକ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଶିକ୍ଷା ପ୍ରଦାନ ଏବଂ ଶିକ୍ଷା ଗ୍ରହଣ, ଗବେଷଣା, ସାମାଜିକ
ଦାୟିତ୍ୱ, ଫ୍ୟାକଲ୍ଟିମାନଙ୍କ ଗୁଣବତା, ଛାତ୍ରଛାତ୍ରୀମାନଙ୍କର ନିଯୁକ୍ତି ନିମନ୍ତେ ଯୋଗ୍ୟତା ଓ ଉପଲବ୍ଧ ସୁବିଧା
ସୁଯୋଗ ଇତ୍ୟାଦିର ମୂଲ୍ୟାୟନ କରାଯାଇଥିବା ବେଳେ ବିଶ୍ୱବିଦ୍ୟାଳୟର ପ୍ରଦର୍ଶନ ରହିଥିଲା। ଏହି ସମସ୍ତ
ମାପଦଣ୍ଡକୁ ନେଇ ସୋଆ ଡାଇମଣ୍ଡ ରେଟିଂ ହାସଲ କରିଛି ବୋଲି କ୍ୟୁଏସ୍‍ ଆଇ-ଗଜ୍‍ ପକ୍ଷରୁ କୁହାଯାଇଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories