www.samajalive.in
Monday, December 15, 2025
26.1 C
Bhubaneswar

ଦାୟିତ୍ଵ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ଵର: ଦାୟିତ୍ଵ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଦାୟିତ୍ଵ ଗ୍ରହଣ କରିବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ ଦାୟିତ୍ଵ ନେଇଛି, ସବୁ କିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ , ତାଙ୍କୁ ନିଶ୍ଚିତ ଦଣ୍ଡ ଦିଆଯିବ। ବାଲେଶ୍ଵର ଆଦି ଘଟଣାରେ ସରକାର ତ୍ଵରିତ ପଦକ୍ଷେପ ନେଇଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories