ସୋଫିଆଙ୍କ ଧର୍ମ କ’ଣ.. ଜାଣନ୍ତୁ ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ଏସବୁ..

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍‌ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍‌ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଭାରତୀୟ ସେନା ଦ୍ୱାରା ଅପରେସନ ସିନ୍ଦୂର ସମ୍ପର୍କରେ ଦିଆଯାଇଥିବା ସାମ୍ବାଦିକ ସମ୍ମିଳନୀରେ ଦୁଇଜଣ ମହିଳା ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି। ସେମାନେ ହେଲେ ସୋଫିଆ କୁରେଶୀ ଏବଂ ବ୍ୟୋମିକା ସିଂହ। ସୋଫିଆ କୁରେଶୀ ଭାରତୀୟ … Continue reading ସୋଫିଆଙ୍କ ଧର୍ମ କ’ଣ.. ଜାଣନ୍ତୁ ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ଏସବୁ..