ମହାକାଶରେ ମହାଜାଗତିକ ଘଟଣା, ଏପ୍ରିଲ୍ ୮ରେ ହେବ ପୂର୍ଣ୍ଣ ସୂର୍ଯ୍ୟପରାଗ
ଭୁବନେଶ୍ବର: ଆସନ୍ତା ଏପ୍ରିଲ୍୮ ତାରିଖରେ ସଙ୍ଗଠିତ ହେବ ଏକ ବିରଳ ତଥା ସୁନ୍ଦର ପୂର୍ଣ୍ଣ ସୂର୍ଯ୍ୟପରାଗ। ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦେଖାଯିବ ଓ ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟ ପରାଗ ଦେଖାଯିବ । ଏହା ଭାରତୀୟ ସମୟ ରାତି ୯ଟା ୧୨ ମିନିଟ ରେ ଆରମ୍ଭ ହୋଇ ପର ଦିନ ଭୋର ୨ ଟା ୨୨ ମିନିଟ ସମୟରେ ଶେଷ ହେବ। ସର୍ବାଧିକ ପରାଗ … Continue reading ମହାକାଶରେ ମହାଜାଗତିକ ଘଟଣା, ଏପ୍ରିଲ୍ ୮ରେ ହେବ ପୂର୍ଣ୍ଣ ସୂର୍ଯ୍ୟପରାଗ
Copy and paste this URL into your WordPress site to embed
Copy and paste this code into your site to embed