www.samajalive.in
Sunday, December 7, 2025
26.1 C
Bhubaneswar

ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର

ଝରିଗାଁ: ୧୦୮ ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ , ବାପା ଗୁରୁତର। ଝରିଗାଁ ଟାଉନ୍ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାପା-ପୁଅ ସାଇକେଲରେ ଯିବାବେଳେ ଏକ ଆମ୍ବୁଲାନ୍ସ ସେମାନଙ୍କୁ ପଛରୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ୮ ବର୍ଷ ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ହୋଇଛନ୍ତି। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories