www.samajalive.in
Tuesday, December 9, 2025
15.1 C
Bhubaneswar

‘ଲାଲ କପ୍ତାନ’ରେ ରହସ୍ୟମୟ ଭୂମିକାରେ ସୋନାକ୍ଷୀ: ସାମ୍ନାକୁ ଆସିଲା ଲୁକ୍

ମୁମ୍ବଇ : ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘ଲାଲ କପ୍ତାନ’ରେ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ପ୍ରଥମ ଲୁକ୍‌ ଶୁକ୍ରବାର ସାମ୍ନାକୁ ଆସିଛି। ସୋନାକ୍ଷୀଙ୍କ ଏହି ରହସ୍ୟମୟ ରୂପ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବାରେ ଲାଗିଛି। ପୋଷ୍ଟରରେ ସେ ଆରବର ରାଣୀମାନଙ୍କ ଭଳି ନାଲି ପୋଷାକ ସହ ଚେହେରାକୁ ପରଦାରେ ଘୋଡ଼ାଇଥିବା ଦେଖିବାକୁ ମିଳିଛି। ନବଦୀପ ସିଂହଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ସୋନାକ୍ଷୀ କମ୍ ସମୟ ପାଇଁ ଏକ ବିଶେଷ ଚରିତ୍ରରେ ନଜର ଆସିବେ। ‘ଲାଲ କପ୍ତାନ’ ଚଳିତ ବର୍ଷ ଅକ୍ଟୋବର ୧୮ ତାରିଖରେ ପରଦାକୁ ଆସିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories