www.samajalive.in
Saturday, December 6, 2025
19.1 C
Bhubaneswar

ଗଞ୍ଜାମ ସୁନାପୁର ବିଚ୍‌କୁ ବ୍ଲୁଫ୍ଲାଗ୍ ବିଚ୍‌ର ମାନ୍ୟତା

ଗଞ୍ଜାମ: ପୁରୀ ପରେ ଗଞ୍ଜାମ ସୁନାପୁର ବିଚ୍‌କୁ ସମ୍ମାନଜନକ ବ୍ଲୁ ଫ୍ଲାଗ୍‌ ବିଚ୍‌ ର ମାନ୍ୟତା ମିଳିଛି। ଡେନ୍ ମାର୍କ ସ୍ଥିତ ଫାଉଣ୍ଡେସନ୍ ଫର୍‌ ଏନଭରମେଣ୍ଟ ଏଜୁକେସନ ପକ୍ଷରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି। ପରିବେଶ ମାନ , ସ୍ବଚ୍ଛତା ଓ ପର୍ଯ୍ୟଟନ ଅନୁକୁଳ ଦିଗକୁ ଦେଖି ଏହି ମାନ୍ୟତା ଦିଆଯାଇଛି। ବ୍ଲୁ ଫ୍ଲାଗ୍‌ ବିଚ୍‌ର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ୍ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories