www.samajalive.in
Sunday, December 14, 2025
15.1 C
Bhubaneswar

ଘର ଭିତରକୁ ମାଡିଗଲା କାର୍: ବର୍ତ୍ତିଗଲେ ପରିବାରର ୭ ସଦସ୍ୟ

ସୋନପୁର : ଘର ଭିତରକୁ ମାଡିଗଲା କାର୍। ଅଳ୍ପକେ ବର୍ତ୍ତିଲେ ଘରେ ଥିବା ୭ ସଦସ୍ୟ। ସୋନପୁର-ବିନିକା ମୁଖ୍ୟରାସ୍ତା ସଂସାମୁରା ଛକରେ ଅଭାବନୀୟ ଘଟଣା ଘଟିଛି। ସୋନପୁର ଆଡୁ ଏକ କାର୍ ଦ୍ରୁତ ଗତିରେ ଆସୁଥିବା ବେଳେ ରାସ୍ତାକଡରେ ଥିବା ଏକ  ଘରେ ପଶିଯାଇଥିଲା। କାର୍ ଧକ୍କାରେ ଘରଟି ଭାଙ୍ଗି ଯାଇଛି। ହେଲେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି ଘରେ ଥିବା ପରିବାରର ୭ ଜଣ ସଦସ୍ୟ। ଦୁର୍ଘଟଣାଗ୍ରସ୍ତ କାରରେ ଗଞ୍ଜେଇ ଚାଲାଣ ହେଉଥିବା ସନ୍ଦେହ  କରାଯାଉଛି। ଖବର ପାଇ ବିନିକା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କାରଟିକୁ ଜବତ କରିଛି। ଏବଂ ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଦୁର୍ଘଟଣା ପରେ କାର୍ ଡ୍ରାଇଭର ଫେରାର୍ ହୋଇଯାଇଥିବା ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories