www.samajalive.in
Sunday, December 14, 2025
26.1 C
Bhubaneswar

ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ, ବ୍ୟୟ ଅଟକଳ ୨୨୦କୋଟି ଟଙ୍କା

କଟକ: ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି ସିଡିଏ ଉପାଧ୍ୟକ୍ଷ ଅନାମ ଚରଣ ପାତ୍ର ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମହାନଦୀ ରିଭରଫ୍ରଣ୍ଟ ପ୍ରକଳ୍ପ ଡିପିଆରକୁ ଅନୁମୋଦନ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୮କୋଟି ବ୍ୟୟରେ ସାଢ଼େ ୩ କିଲୋମିଟର ରାସ୍ତା ହେବ। ପ୍ରକଳ୍ପ ପାଇଁ ସମୁଦାୟ ୨୨୦କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଗୁଜରାଟ ସାବରମତୀ ଢାଞ୍ଚାରେ ମହାନଦୀ ରିଭର ଫ୍ରଣ୍ଟ କାମ ହେବ ବୋଲି ସିଡିଏ ଉପାଧ୍ୟକ୍ଷ ଅନାମ ଚରଣ ପାତ୍ର ପ୍ରକାଶ କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories