www.samajalive.in
Sunday, December 7, 2025
26.1 C
Bhubaneswar

ଅଟୋ ଓଲଟି ୬ ଛାତ୍ରଛାତ୍ରୀ ଗୁରୁତର

ସୋର: ସୋର କୁପାରୀ ରାସ୍ତା କୋଚିଲା କୋଇଲି ଠାରେ ଅଭାବନୀୟ ଘଟଣା ଘଟିଛି। ଅଟୋ ଓଲଟି ୬ ଛାତ୍ରଛାତ୍ରୀ ଆହତ।  ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ କୁରୁଣ୍ଟା, କଳିହା ଏବଂ ଗଣ୍ଡିବେଡ ଗାଁରୁ ଏକ ଅଟୋ ଆଦର୍ଶ ବିଦ୍ୟାଳୟର କିଛି ଛାତ୍ରଛାତ୍ରୀଙ୍କୁ ନେଇ ଅର୍ଜୁନପୁରସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଯାଉଥିଲା। ଏତିକି ବେଳେ ଭାରସାମ୍ୟ ହରାଇ ଅଟୋଟି କୁପାରୀ ରାସ୍ତା ନିକଟରେ ଓଲଟି ପଡିଥିଲା। ଦୁର୍ଘଟଣାରେ ୬ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୋର ଖଇରା ରାସ୍ତା ଦୂରାବସ୍ଥା ଯୋଗୁଁ ଏଭଳି ଅଘଟଣ ଘଟିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories