www.samajalive.in
Monday, December 15, 2025
26.1 C
Bhubaneswar

ସିରିଜ୍ ଦୁର୍ଘଟଣା, ୪ ଗୁରୁତର

ସୋର: ସୋରରେ ସିରିଜ୍ ଦୁର୍ଘଟଣା ଘଟିଛି। ୩ଟି ବାଇକକୁ ପିଟିଲା କାର୍‌, ୪ ଗୁରୁତର। କୁପାରୀ-ସୋର ରାସ୍ତାର ନଦୀ ଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି। ମାତ୍ର ୧୦୦ ମିଟର ମଧ୍ୟରେ କାର୍‌ ଟି ଏକାସଙ୍ଗେ ୩ଟି ବାଇକକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। କାର୍‌ ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଅଭିଯୋଗ ହୋଇଛି। କିଛି ସ୍ଥାନୀୟ ଲୋକେ ଡ୍ରାଇଭରଙ୍କୁ ଅଟକ ରଖି ପୁଲିସର ଜିମା ଦେଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories