www.samajalive.in
Tuesday, December 9, 2025
26.1 C
Bhubaneswar

କଲେଜଛକ ରାସ୍ତାରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ସୋର : ବାଲେଶ୍ୱରର ସୋର କଲେଜଛକ ରାସ୍ତାରେ ବୁଧବାର ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ବସ୍‌ରେ ଥିବା ୪୦ ଯାତ୍ରୀ। ଦୁର୍ଘଟଣା ସ୍ଥଳରେ ଟ୍ରକ୍‌ ଚାଳକ ଗାଡି ଭିତରେ ଚାପି ହୋଇ ରହିଛନ୍ତି । ଖବର ପାଇ ପୁଲିସ, ଉଦ୍ଧାରକାରୀଦଳ ଏବଂ ସ୍ଥାନୀୟ ଲୋକେ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାତ୍ରୀବାହୀ ବସ୍‌ଟି ଯାଉଥିବା ବେଳେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ୪୦ ଯାତ୍ରୀଙ୍କ ମଧ୍ୟରୁ କିଛି ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଦେଢ ବର୍ଷ ପରେ କେତୁ ଚଳନ: ଏହି ରାଶି ହେବେ ମାଲାମାଲ୍‌, ବଢିବ ଦରମା, କିଣିବେ ନୂଆ ଘର, ଗାଡି..

ଏଣିକି ଚଳନ୍ତା ଟ୍ରେନ୍‌ରେ ଏଟିଏମ୍‌ରୁ ଟଙ୍କା ଉଠାଇପାରିବେ ଯାତ୍ରୀ ; ଆଉ ରହିବନି ସମସ୍ୟା, ଚୋରି ଭୟ

- Advertisement -

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories