www.samajalive.in
Sunday, December 7, 2025
26.1 C
Bhubaneswar

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଶାସକ୍ତ ସ୍ୱାମୀ

ଔପଦା  : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଶାସକ୍ତ ସ୍ୱାମୀ । ଔପଦା ଥାନା ଅଞ୍ଚଳର ତିନି ଜଣ ଆଦିବାସୀଙ୍କୁ ନିର୍ମମ ହତ୍ୟା ଘଟଣାରେ ଦଶ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅଞ୍ଚଳବାସୀଙ୍କ ମନରୁ ଲିଭି ନଥିଲା ବେଳେ ପୁଣି ଏହି ଥାନା ଅଞ୍ଚଳ ଅଘିରାପଦା ପଞ୍ଚାୟତ ଚିନଚିଡା ଗ୍ରାମର ଆଦିବାସୀ ସାହିରେ ଜଣେ ଆଦିବାସୀ ନିଜ ସ୍ତ୍ରୀକୁ ପିଟିପିଟି ମାରି ଦେଇଥିବା ଔପଦା ଅଞ୍ଚଳରେ ପୁଣି ଏକ ଆଲୋଡନ ସୃଷ୍ଟି କରିଛି। ଆଦିବାସୀ ସାହିର ପାଣ୍ଡୁ ସିଂ ନିଶାସକ୍ତ ଅବସ୍ଥାରେ ଗତ ରାତିରେ ସ୍ତ୍ରୀ ଜାନକୀ (ଜାନି)ସିଂ ଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ମୃତ ଜାନିର ଭାଇ ରାବଣ ସିଂ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ଔପଦା ପୁଲିସ ସାଇଣ୍ଟିଫିକ ଟିମ ଓ ସନ୍ଧାନି କୁକୁର ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିଛନ୍ତି।

ଦୋକାନରୁ ଫଳ ଖାଇ ୫୦ ହଜାରରୁ ଉର୍ଦ୍ଧ୍ବ ଟଙ୍କା କଲେ ଚୋରି

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories