ମଧ୍ୟାହ୍ନ ଭୋଜନ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ

ସୋର : ବାଲେଶ୍ୱର ଜିଲ୍ଲା ସୋର ବ୍ଲକ କେଦାରପୁର ବାଣିଶିଆ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ଶନିବାର ୬ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡିଛନ୍ତି । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ସ୍କୁଲରେ ଛାତ୍ରଛାତ୍ରୀମାନେ ଅଣ୍ଡା ଝୋଳ ଖାଇବା ପରେ ଗୁରୁତର ହୋଇ ପଡ଼ିଥିଲେ। ସ୍କୁଲରେ ୩୫ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇଥିଲେ। ସେମାନଙ୍କ ମଧ୍ୟରୁ ୬ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ … Continue reading ମଧ୍ୟାହ୍ନ ଭୋଜନ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ