ସୋର: କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ସୂଚନା ମିଳିଛି। ତାଳଚେରରୁ ଝାଡ଼ଖଣ୍ଡ ଯିବାବେଳେ କୋଇଲା ବୋଝେଇ ଟ୍ରେନ ଅଘଟଣ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।
Popular Categories



